ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଦେହାନ୍ତ

ପୂର୍ବତନ ବାଚସ୍ପତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଦିଗପହଣ୍ଡିର ବିଧାୟକ ଶ୍ରୀଯୁକ୍ତ ସୂର୍ଯ୍ୟ ନାରାୟଣ ପାତ୍ର ଙ୍କ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଯାଇଛି. ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି,  ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା. ସେ ୭ ଥର ବିଧାୟକ ହୋଇ ଓଡିଶା ବିଧାନସଭାକୁ ନିର୍ବାଚିତ ହୋଇ ଆସିଛନ୍ତି. ସେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ମନ୍ତ୍ରୀ ଭାବରେ ରହି ନିଜର କାର୍ଯ୍ୟ ସମ୍ପାଦନ କରିଛନ୍ତି ତାହା ସହ ଓଡିଶା ବିଧାନ ସଭାର  ବାଚସ୍ପତି ପଦରେ ରହି କାର୍ଯ୍ୟ ତୁଲାଇଛନ୍ତି.

Leave a Reply

Your email address will not be published. Required fields are marked *